ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ: ୨୦ ମୃତ୍ୟୁ, ୩୦୦ରୁ ଉର୍ଦ୍ଧ୍ୱ ଆହତ


ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ। ଏଥିରେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦୦ରୁ ଅଧିକ ଆହତ ହୋଇଛନ୍ତି। ସୋମବାର ଅପରାହ୍ନରେ ଜାଭା ଦ୍ୱୀପରେ ୫.୬ ତୀବ୍ରତାର ଭୂମିକମ୍ପ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଅନୁଭୁତ ହୋଇଥିଲେ ଏଥିରେ ଲୋକଙ୍କ ଜୀବନ ଯାଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ତେବେ ସମ୍ପତ୍ତି ନଷ୍ଟ ହେବା ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିପାରି ନାହିଁ।


Share It

Comments are closed.