ଉତ୍କଳ ଦିବସରେ ଓଡିଶାବାସୀଙ୍କୁ ଓଡିଆରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଓଡ଼ିଶା ଦିବସ ଅବସରରେ ସମସ୍ତ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଆରେ ଶୁଭେଚ୍ଛା ପ୍ରଦାନ କରିଛନ୍ତି । ନିଜର ଟ୍ୱିଟର ଆକାଉଣ୍ଟରେ ସେ ଏ ବିଷୟରେ ଉଲ୍ଲେଖ କରିଛନ୍ତି । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଉତ୍କଳଦିବସରେ ଶୁଭେଚ୍ଛା ଦେଇଛନ୍ତି । ‘ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା । ଓଡିଶାର ପ୍ରଗତି ଓ ଅଗ୍ରଗତି ପାଇଁ ସେ ପ୍ରାର୍ଥନା କରୁଥିବା ଏଥିରେ ଉଲ୍ଲେଖ କରିଛନ୍ତି ।
ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।
Utkala Dibasa greetings to my sisters and brothers of Odisha. Praying for Odisha's constant progress and prosperity in the times to come.
— Narendra Modi (@narendramodi) April 1, 2020
Comments are closed.