ଭଲ ଖବର : ରାଜ୍ୟରେ ସୁସ୍ଥ ହେଲେ ୬୫ କରୋନା ଆକ୍ରାନ୍ତ

Share It

ରାଜ୍ୟରେ ପୁଣି ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଗଞ୍ଜାମରୁ ୧୪, ଜଗତସିଂହପୁର ଓ କେନ୍ଦ୍ରପଡାରୁ ୧୦ ଜଣ ଲେଖାଏଁ, ଭଦ୍ରକରୁ ୮, କେନ୍ଦୁଝରରୁ ୭, ବଲାଙ୍ଗିରରୁ ୬, ଖୋର୍ଧାରୁ ୩, ବାଲେଶ୍ୱରରୁ ଓ ଯାଜପୁରରପ ୨ ଜଣ ଲେଖାଏଁ, ଢେଙ୍କାନାଳ, ଝାରସୁଗୁଡା ଓ କନ୍ଧମାଳରୁ ଜଣେ ଲେଖାଏଁ ସୁସ୍ଥ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୪୮୧କୁ ଛୁଇଁଛି ।


Share It

Comments are closed.