ରାଶି ଅନୁଯାୟୀ କିପରି କଟିବ ଆଜି ଆପଣଙ୍କର ଦିନ, ଜାଣନ୍ତୁ
ମେଷ– ଧର୍ମ-କର୍ମ ସଂପାଦନ କରିପାରନ୍ତି ।ମୌନବତାରରେ କିଛି ସମୟ ରହିବେ ।ଭାଇମାନଙ୍କ ଉପରେ ସ୍ନେହଭାବ ରହିବ ।ଶତ୍ରୁହନ୍ତା ହେବେ ।ଚାକିରି କ୍ଷେତ୍ରରେ ସୁନାମ ମିଳିବ ।ଶୁଭରଙ୍ଗ ୟେଲୋ ।ଶୁଭଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛାଭାବ ରହିବ ।
ବୃଷ–କୌଣସି କାରଣରୁ ବିଷାଦିତ ହୋଇପାରନ୍ତି । ଅନୁତପ୍ତ ହୋଇପାରନ୍ତି ।ହଠାତ୍ କିଛି ଅର୍ଥ ପାଇ ଉତ୍ଫୁଲ୍ଲିତ ହେବେ । ପ୍ରକୃତିଗତ ଚଞ୍ଚଳତାର ପରିପ୍ରକାଶ ଘଟିବ ।ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ – ଆଲୋଚନା ମାଧ୍ୟମରେ କାର୍ଯ୍ୟକଲେ ସଫଳତା ମିଳିବ । ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ ।ଉତ୍ତମ ବ୍ୟକ୍ତି ସମ୍ପନ୍ନ ହୋଇପାରନ୍ତି ।ବୁଦ୍ଧି ପ୍ରୟୋଗକରି କୃଷିକର୍ମ କରିବେ ।ଶୁଭରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କର୍କଟ–ବନ୍ଧୁମେଳରେ ରହିବା ସୁଖ ଦାୟକ ହେବ ।ଶ୍ରମ ସାର୍ଥକ ହେବ । ଆସ୍ତିକ ଚରିତ୍ରର ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି ।ଶୁଭରଙ୍ଗପିଚ୍ ।ଶୁଭ ଅଙ୍କ ୬ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡା ଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷକରିବାକୁ ମନ ବଳାଇବେ ।
ସିଂହ –ମଧ୍ୟମ ଧରଣର ଶୁଭଫଳ ପ୍ରାପ୍ତ ହେବ । ଆଳସ୍ୟ ପରାୟଣ ହୋଇପାରନ୍ତି ।ଭାଗ୍ୟଶାଳୀ ହେବେ ।ଉତ୍ତମ ବ୍ୟକ୍ତି ଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ ।ଶୁଭରଙ୍ଗ ପିଙ୍କ୍ ।ଶୁଭ ଅଙ୍କ ୮ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆୟୁରବେଦୀ ଚିକିତ୍ସାଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ତୁଳା–ଉପୁଜି ଥିବା ଅସୁବିଧା ଦୂରହେବ । ଅଧିକବ୍ୟୟର ସମ୍ମୁଖୀନ ହୋଇପାରନ୍ତି ।ଚଞ୍ଚଳ ସ୍ୱଭାବର ହେତୁ ଅସୁବିଧାରେ ପଡିପାରନ୍ତି ।କୋମଳ ଭାଷା ବ୍ୟବହାରକରି ପରକୁ ଆପଣାରକରିବେ ।ଶୁଭରଙ୍ଗ କ୍ରୀମ୍ ।ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀହେବ ।
ବ୍ୟବସାୟୀ- ଅର୍ଥ ହାନୀହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁଉତ୍ତମ ।
ବିଛା–କାର୍ଯ୍ୟ ଦକ୍ଷତାବୃଦ୍ଧି ପାଇବ । ଆତ୍ମ ସନ୍ତୋଷ ଲାଭ କରିବେ । ଯଶସ୍ୱୀ ହେବେ ।ଲୋକପ୍ରିୟତା ଅର୍ଜନ କରିବେ ।ସରକାରୀ ସ୍ତରରେ ସମ୍ମାନିତ ହେବେ ।ଶୁଭରଙ୍ଗ ବ୍ରାଉନ୍ ।ଶୁଭ ଅଙ୍କ ୧ ।
ଚା ଗୃହିଣୀ- ସ୍ୱାଭିମାନୀ ହେବେ ।
ଚା ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଚା କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଚା ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ଚା ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚା ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
କନ୍ୟା –ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ । ଧାର୍ମିକ ପ୍ରବୃତ୍ତିର ହେବେ ।ଶୁଭରଙ୍ଗ ନାରଙ୍ଗୀ ।ଶୁଭ ଅଙ୍କ ୯
ଚାଷୀ- କୀଟନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ଧନୁ –ମନରେ ଦେଖା ଦେଇ ଥିବା ଭ୍ରାନ୍ତ ଦୂରହେବ । ପରିଶ୍ରମର ମୂଲ୍ୟ ମିଳିବ ।କୁଳ ଉଜ୍ଜ୍ୱଳକାରୀ ହେବେ ।ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀହେବେ ।ସ୍ୱାସ୍ଥ୍ୟ ଅସୁସ୍ଥରହିବ ।ଶୁଭରଙ୍ଗଗ୍ରୀନ୍ ।ଶୁଭ ଅଙ୍କ ୮ ।
ଚାଷୀ- ଗୋବରକ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆୟୁରବେଦୀ ଚିକିତ୍ସାଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।
ମକର– ଆୟ-ବ୍ୟୟ ସମାନ୍ତରାଳରେ ଗତିକରିବ ।ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ ।ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି ।ଶୁଭରଙ୍ଗଲାଲ୍ ।ଶୁଭ ଅଙ୍କ ୬ ।
ଚାଷୀ-ଉତ୍ତମ ବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମନରେଗର୍ବଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କୁମ୍ଭ -ମନରେ ଭକ୍ତି ଭାବ ଜାଗ୍ରତ ହେବ ।ସ୍ୱାଭିମାନୀ ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ ।ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ପ୍ରତିହିଂସା ପରାୟଣ ହେବେ ।ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୯ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡା ଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକଶାନ୍ତି ପାଇବେ ।
ମୀନ – ସ୍ମରଣ ଶକ୍ତିହାନି ଘଟିପାରେ ।ମନରେ ଅହଂଭାବ ଜାଗ୍ରତ ହେବ ।ବ୍ୟବସାୟ ଲାଭଜନକ ହୋଇପାରେ ।ମନରେ ଅହଂଭାବ ପ୍ରବେଶ କରିପାରେ ।ଚିନ୍ତାଧାରା ଉନ୍ନତମାନର ହେବ ।ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀହେବେ ।
ଗୃହିଣୀ- ନୂଆ ବସ୍ତ୍ର ଲାଭ ହେବ ।
Comments are closed.