ପରଲୋକରେ ପଦ୍ମଶ୍ରୀ ନନ୍ଦ ପୃଷ୍ଟି ସାର

Share It

ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ଦେହାନ୍ତ । କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ । ନଭେମ୍ବର ୨୯ ତାରିଖରେ ନନ୍ଦ ସାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ଚିହ୍ନଟ ହୋଇଥିଲେ । ତା’ପରେ ସେହି ଦିନ ରାତିରେ ତାଙ୍କୁ ଟାଟା ମେଡିକାଲ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସା ଚାଲିଥିବା ବେଳେ ୪ ତାରିଖରେ ଭୁବନେଶ୍ବର ସମ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ତାଙ୍କର ପରଲୋକ ହୋଇଛି ।


Share It

Comments are closed.