କିପରି କଟିବ ଆଜି ଆପଣଙ୍କ ଦିନ, ଜାଣନ୍ତୁ

Share It

ମେଷ- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । କର୍ମ କ୍ଷେତ୍ରରେ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ପାଇବେ । ଅକସ୍ମାତ ଧନପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ସଫଳତା ପାଇବେ । ଆଇନ୍‌, ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

ବୃଷ- ଦେହ ସୁସ୍ଥ ରହିବ । ମନ ପ୍ରସନ୍ନ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ବ୍ୟବସାୟରେ ଅଭିବୃଦ୍ଧି ଦେଖାଦେବ । ସନ୍ତାନଙ୍କ ସଫଳତାରେ ଆତ୍ମ ସନ୍ତୋଷ ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ ।

ମିଥୁନ- ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟ ଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭ ଖବର ପ୍ରାପ୍ତ ହେବ ।

କର୍କଟ- ମନ ଅସ୍ଥିର ରହିବ । ଆୟ ବାଧାପ୍ରାପ୍ତ ହେବ । ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । କର୍ମ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ । ବ୍ୟବସାୟ ସ୍ୱଳ୍ପ ଲାଭ ହେବ । ପାରିବାରିକ ଜୀବନ ଶାନ୍ତରେ କଟିବ ।

ସିଂହ- ଦେହ ଓ ମନ ଭଲ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ରହିବ । ଗୃହକୁ ବନ୍ଧୁ ଆଗମନ ହୋଇପାରେ । ବ୍ୟବସାୟରେ ସଫଳତା ପ୍ରାପ୍ତି କରିବେ । ସନ୍ତାନଙ୍କ ପାଇଁ ଚିନ୍ତାରେ ରହିବେ ।

କନ୍ୟା- ଶରୀର ସୁସ୍ଥ ରହିବ । ଦୃଢ ମନା ହୋଇ ସମସ୍ତ କାର୍ଯ୍ୟ ନିର୍ବାହ କରିବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟିକ ସଫଳତା ପ୍ରାପ୍ତି କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସଭା ସମିତିରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ ।

ତୁଳା- ଦିନଟି ଆପଣଙ୍କ ପାଇଁ ଶୁଭପ୍ରଦ ଅଟେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କର୍ମ ସମ୍ପାଦନ କରିବେ । ଆୟ ବୃଦ୍ଧି ପାଇବ । ବ୍ୟବସାୟିକ ଦୃଷ୍ଟିକୋଣରୁ ଦିନଟି ଶୁଭପ୍ରଦ ଅଟେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ ।

ବିଛା- ଶାରିରୀକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ମାନଙ୍କର ସେବା ଓ ପୂଜାରେ ଦିନଟି କଟିବ । ଆୟ ଅଭିବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଧନୁ- ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ଉତ୍ତମ ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ସପକ୍ଷରେ ଯିବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

ମକର- ମନ ପ୍ରସନ୍ନ ରହିବ । କର୍ତ୍ତବ୍ୟ ନିଷ୍ଠା ହେବେ । ପ୍ରତ୍ୟେକଟି କାର୍ଯ୍ୟ ସୁଚାରୁ ରୂପେ ହେବ । ବନ୍ଧୁ ସହଯୋଗ ପାଇବେ । ବ୍ୟବସାୟରେ ଲାଭପ୍ରଦ ହେବ । ପାରିବାରିକ ଜୀବନ ଶାନ୍ତି ପୂର୍ଣ୍ଣ ରହିବ ।

କୁମ୍ଭ- ସ୍ୱାସ୍ଥ୍ୟ ସଚେତନ ହେବେ । କର୍ତ୍ତବ୍ୟ ନିଷ୍ଠ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱ ଭାର ବୃଦ୍ଧି ପାଇବ । ସହକର୍ମୀଙ୍କ ସହଯୋଗ ପାଇବେ । ଧନ ପ୍ରାପ୍ତି ହେବ । ସନ୍ତାନଙ୍କ କୃତିତ୍ୱ ମନରେ ଖୁସି ଆଣି ଦେବ ।

ମୀନ- ଶରୀର ସୁସ୍ଥ ରହିବ । କର୍ମ ତତ୍ପର ହେବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆୟ ଅବ୍ୟାହତ ରହିବ । ବ୍ୟବସାୟ ଲାଭପ୍ରଦ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।


Share It

Comments are closed.