ଖବର ରାଜ୍ୟ ସରକାରଙ୍କ ଘୋଷଣା ଏପ୍ରିଲ ୨ ରୁ ହେବ ସକାଳୁଆ ସ୍କୁଲ By SIbu Singh On Mar 19, 2025 Share Itଅପ୍ରେଲ ୨ ତାରିଖରୁ ଆରମ୍ଭ ହେବ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ସକାଳୁଆ ସ୍କୁଲ ଖୋଲିବାକୁ ଘୋଷଣା କଲେ ରାଜ୍ୟ ସରକାର । ପ୍ରେସମିଟ କରି ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ରାଜ୍ୟ ସରକାର ଅଂଶୁଘାତର ମୁକାବିଲା କରିବା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । Share It
Comments are closed.