ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ହରିନୀ ଅମରସୂରିଆଙ୍କ ସଂପର୍କରେ ଜାଣନ୍ତୁ


ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ନ୍ୟାସନାଲ ପିପୁଲ୍ସ ପାୱାରର ସାଂସଦ ଡକ୍ଟର ହରିନୀ ଅମରସୁରୀୟା ଆଜି ଶପଥ ଗ୍ରହଣ କରିଛନ୍ତି। ଆଜି ରାଷ୍ଟ୍ରପତି ସଚିବାଳୟରେ ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକେଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନର ଗୋଟିଏ ଦିନ ପରେ ଗତକାଲି ଶ୍ରୀ ଦିସାନାୟକେ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ।


Share It

Comments are closed.