ଖବର କରୋନାରେ ଆକ୍ରାନ୍ତ ହେଲେ ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ By SIbu Singh On Nov 17, 2021 Share Itଆନ୍ଧ୍ରପ୍ରଦେଶ ରାଜ୍ୟପାଳ ତଥା ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ କୋଭିଡ଼ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ପ୍ରଫେସର ଗଣେଷି ଲାଲ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । Share It
Comments are closed.