କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲରେ ବିଶ୍ୱ ଅଟିଜିମ୍ ସଚେତନତା ଦିବସ ପାଳିତ
ଭୁବନେଶ୍ୱର,୨ ।୪: କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍- ‘ସେନ୍ ଗ୍ଲୋବ’ ପକ୍ଷରୁ ଆଜି ବିଶ୍ୱ ଅଟିଜିମ୍ ସଚେତନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ସଭାପତି ଶାଶ୍ୱତି ବଳ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଚେୟାରପର୍ସନ ଅଳକା ମିଶ୍ର,!-->!-->!-->…