ଉଦ୍ୟୋଗୀ ସଶକ୍ତିକରଣ କାର୍ଯ୍ୟକ୍ରମ ମାଧ୍ୟମରେ ବିବିଧତା ପ୍ରତି ପ୍ରତିବଦ୍ଧତାକୁ ସୁଦୃଢ଼ କରିଛି ଟିପିସିଓଡିଏଲ୍
ଭୁବନେଶ୍ୱର, ସେପ୍ଟେମ୍ବର ୧୯: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍) ଦ୍ୱାରା ଏମଡିସି ଭୁବନେଶ୍ୱରରେ ଏକ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଏହାର ଉଦ୍ଦେଶ୍ୟ ଥିଲା ‘ଆଫିରମେଟିଭ କମ୍ୟୁନିଟି’ ରୁ…