ଟିପିଏନଓଡିଏଲ ପକ୍ଷରୁ ଯୋଡାରେ ଉପଭୋକ୍ତା ସମ୍ମିଳନୀ
ବାଲେଶ୍ୱର, ୧୩/୧୨ : ଟିପିଏନଓଡିଏଲ ପକ୍ଷରୁ ଯୋଡ଼ାରେ ଏଚଟି ଓ ଇଏଚ୍ଟିର ପ୍ରମୁଖ ଉପଭୋକ୍ତାମାନଙ୍କୁ ନେଇ ଏକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି ଅବସରରେ ଟିପିଏନଓଡିଏଲର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ (ସିଇଓ) ଗଜାନନ କାଲେ, ବାଣିଜ୍ୟ ଓ ବିଇ ମୁଖ୍ୟ ଜୟଦୀପ ରୟ, ପରିଚାଳନା ମୁଖ୍ୟ…