ଓପିଜିସି ତରଫରୁ ତିଲିଆ ରେ ଚକ୍ଷୁ ଚିକିତ୍ସା ଶିବିର
ଇବଥର୍ମାଲ: ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍ ଲିମିଟେଡ୍ ପକ୍ଷରୁ ସିଏସଆର କାର୍ଯ୍ୟକ୍ରମ ଅଧୀନରେ ଆଜି ଝାରସୁଗୁଡା ଜିଲ୍ଲାର ତିଲିଆ ପଞ୍ଚାୟତ କାର୍ଯ୍ୟାଳୟରେ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି| କେୟାର ନେତ୍ରମ, ଭୁବନେଶ୍ୱର ର ସହଯୋଗରେ ଏହି ଶିବିର ଆୟୋଜିତ ହୋଇଥିଲା |…