ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୧୪୪ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୧୫,୧୪୪ ଜଣ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୧୪୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୮୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪…