ଦେଶରେ ଅସମ୍ଭାଳ ସ୍ଥିତି:୨୪ ଘଂଟାରେ ୪ ଲକ୍ଷରୁ ଅଧିକ କେସ୍, ୪୧୮୭ ମୃତ
ଦେଶରେ କରୋନା ସଂକ୍ରମଣ ହହୁ ହୋଇ ବଢିଚାଲିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଂଟା ମଧ୍ୟରେ ଦେଶରେ ୪ ଲକ୍ଷ ୧ ହଜାରରୁ…