ଶରୀରର ଅକ୍ସିଜେନ ଅଭାବକୁ ଦୂର କରିବା ପାଇଁ କରନ୍ତୁ ଏହି ଉପାୟ
କରୋନା ସମଗ୍ର ବିଶ୍ୱରେ ଦ୍ରୁତ ଗତିରେ ବ୍ୟାପି ଚାଲିଛି । ଏଥିପାଇଁ ଅନେକ ରୋଗୀଙ୍କର ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେଉଛି । ଲୋକଙ୍କ ଶରୀରରୁ ଅକ୍ସିଜେନ୍ ସ୍ତର କମିବାକୁ ଲାଗୁଛି । ଏହି ସମସ୍ୟାକୁ ଦୁର କରିବା ପାଇଁ , ଆପଣଙ୍କର ଦୈନନ୍ଦିନ ଖାଦ୍ୟର ଯତ୍ନ ନେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ।…