ସୁପ୍ରିମକୋର୍ଟଙ୍କ ନିର୍ଦେଶ – କୌଣସି ରାଜ୍ୟ କୋଭିଡ ରୋଗୀଙ୍କ ଘର ବାହାରେ ପୋଷ୍ଟର ଲଗାଇବେ ନାହିଁ
କରୋନା ସମ୍ବନ୍ଧରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ସୁପ୍ରିମକୋର୍ଟ କହିଛନ୍ତି ଯେ କୌଣସି ରାଜ୍ୟ କୋଭିଡ -୧୯ ରୋଗୀଙ୍କ ଘର ବାହାରେ ପୋଷ୍ଟର ଲଗାଇବେ ନାହିଁ। କେନ୍ଦ୍ର ସରକାରଙ୍କ ଗାଇଡଲାଇନରେ ପୂର୍ବରୁ ସେପରି କିଛି କୁହାଯାଇ ନାହିଁ। ପୋଷ୍ଟର ଲଗାଇବା…