କରୋନାରେ ଆକ୍ରାନ୍ତ ହେଲେ ହ୍ରିତିକଙ୍କ ମା ପିଙ୍କି ରୋସନ
ଅଭିନେତା ହ୍ରିତିକ ରୋଶନଙ୍କ ମାଆ ପିଙ୍କି ରୋଶନ କରୋନାରେ ସଂକ୍ରମିତ ହୋଇଛନ୍ତି। ସେ ଏବେ ନିଜ ସ୍ବାମୀ ରାକେଶ ରୋଶନଙ୍କ ସହ ଖଣ୍ଡାଲାରେ ଅଛନ୍ତି। କୁହାଯାଉଛି ଯେ ପିଙ୍କି ରୋଶନଙ୍କଠାରେ କରୋନାର କୌଣସି ଲକ୍ଷଣ ନାହିଁ ଏବଂ ନିୟମିତ ଯୋଗ କରିବା ଯୋଗୁଁ ତାଙ୍କ ସ୍ବାସ୍ଥାବସ୍ଥା ସ୍ଥିର ରହିଛି।…