AI ଭିଡିଓ ଫିଲ୍ମ ମାଧ୍ୟମରେ ଜଗନ୍ନାଥ ସଂସ୍କୃତିର ପ୍ରଚାର
ଶ୍ରୀ ଜଗନ୍ନାଥ ସଂସ୍କୃତି ପ୍ରଚାର ସଂସ୍ଥାନ ଦ୍ଵାରା ଗୁରୁ କେଲୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ର ପରିସରେ ଅବସ୍ଥିତ ଉତ୍କଳ ରଙ୍ଗମଞ୍ଚରେ ୦୧.୦୧.୨୦୨୬ ତାରିଖରେ ଶ୍ରୀ ଜଗନ୍ନାଥ ସଂସ୍କୃତି ଜାଗରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଅଛି ।
ଏହି ଅବସରରେ ସାଧାରଣ ଭକ୍ତ ତଥା ଅନୁଷ୍ଠାନର ସଦସ୍ୟ…