ଡ. ଅନସୂୟା ନାଥଙ୍କୁ ‘ମାର୍ଗଶିରର ମହକ ସମ୍ମାନ ୨୦୨୫’
ଭୁବନେଶ୍ୱର, : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ସାଇନସେସ୍ (ଆଇଏଏସ୍)ର ସାମାଜିକ ଓ ସାଂସ୍କୃ୍ତିକ ଶାଖା କ୍ରିଆଟିଭୋ ପକ୍ଷରୁ ଗୁରୁବାର ଦିନ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ବିଶିଷ୍ଟ କଣ୍ଠଶିଳ୍ପୀ ତଥା ଗଣିତ ବିଭାଗର ପ୍ରଫେସର…