ଅଫଲାଇନରେ ବିକ୍ରି ହେବ ୨୩,୦୦୦ ଟିକେଟ, କିପରି ପାଇବେ ଜାଣନ୍ତୁ
କଟକ: କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ବହୁ ପ୍ରତୀକ୍ଷିତ ଟି-୨୦ ମ୍ୟାଚ୍ ପାଇଁ ଟିକେଟ୍ ବିକ୍ରି ଆସନ୍ତାକାଲିଠାରୁ ଆରମ୍ଭ ହେବ। ଏହି ମ୍ୟାଚ୍ ଡିସେମ୍ବର ୯, ୨୦୨୫ ସନ୍ଧ୍ୟା ୭ଟାରୁ ଆରମ୍ଭ ହେବ।
ଓଡିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ) ଦ୍ୱାରା ସୂଚନା…