ଗିନିସ ୱାର୍ଲ୍ଡ ରେକର୍ଡରେ ସ୍ଥାନ ପାଇଲା ସୋନାଲିକା ଟ୍ରାକ୍ଟର୍ସ
ଭୁବନେଶ୍ୱର: ଭାରତର ଏକ ନମ୍ବର ଟ୍ରାକ୍ଟର ରପ୍ତାନୀକାରୀ ବ୍ରାଣ୍ଡ, ସୋନାଲିକା ଟ୍ରାକ୍ଟର୍ସ ବିଶ୍ୱବ୍ୟାପୀ ନିଜର ଉପସ୍ଥିତିକୁ ଆହୁରି ସୁଦୃଢ କରିଛି । କମ୍ପାନୀର ବାଂଲାଦେଶ ଡିଷ୍ଟ୍ରିବ୍ୟୁଟର ଏସିଆଇ ମୋଟର୍ସ ଲିମିଟେଡ ଗୋଟିଏ ଦିନରେ ସର୍ବାଧିକ ଟ୍ରାକ୍ଟର ଡେଲିଭରି କରି ଗିନିସ ୱାର୍ଲ୍ଡ…