୩୫ ବର୍ଷ ପୂର୍ବରୁ ସଫଳତା ହାସଲ କର: ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଲେ ଏସ୍. ଏନ୍. ସୁବ୍ରମଣ୍ୟମ୍
ଭୁବନେଶ୍ୱର, : ସ୍ୱପ୍ନ ଦେଖ, ନମ୍ର ରୁହ ଓ ନିଜର ୩୫ ବର୍ଷ ବୟସ ହେବା ପୂର୍ବରୁ କିଛି ସଫଳତା ହାସଲ କରି ଦେଖାଅ ବୋଲି ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ କହିଛନ୍ତି କର୍ପୋରେଟ୍ ଇଣ୍ଡିଆର ଅନ୍ୟତମ ପ୍ରମୁଖ ବ୍ୟକ୍ତି, ଲାର୍ସନ୍ ଆଣ୍ଡ୍ ଟୁବ୍ରୋ (ଏଲଆଣ୍ଡଟି) ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ…