ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନରଙ୍କ ତାଲିକା
ବ୍ରଜରାଜନଗର ବିଧାନସଭା ଉପ ନିର୍ବାଚନ ପାଇଁ ଷ୍ଟାର କ୍ୟାମ୍ପେନରଙ୍କ ତାଲିକା ପ୍ରକାଶ କରିଛି ବିଜେଡି । ଏଥିରେ ଅଛନ୍ତି ୪୦ ଜଣ ଷ୍ଟାର ପ୍ରଚାରକ । ଦଳର ଏକ ନମ୍ବର ଷ୍ଟାର କ୍ୟାମ୍ପେନର ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ । ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଚାର ମଙ୍ଗ ଧରିବେ ୮ ମନ୍ତ୍ରୀ ।…