କୋରାପୁଟରେ ଆଦି କର୍ମଯୋଗୀ ଅଭିଯାନ ଉପରେ ଚାରି ଦିନିଆ ରାଜ୍ୟ ପ୍ରକ୍ରିୟା ପ୍ରୟୋଗଶାଳା ଆରମ୍ଭ

ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଅଧିନସ୍ଥ ଆଦି କର୍ମଯୋଗୀ ଅଭିଯାନ ଉପରେ ଏକ ଚାରି ଦିନିଆ ରାଜ୍ୟ ପ୍ରକ୍ରିୟା ପ୍ରୟୋଗଶାଳା (ଏସପିଏଲ) ଆଜିଠାରୁ କୋରାପୁଟରେ ଆରମ୍ଭ ହୋଇଛି। ଏହା ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଚାଲିବ। ଏହି କର୍ମଶାଳା ଭାରତ

ମଣିପାଲ ହସ୍ପିଟାଲ ମିଳିତ ସହଯୋଗରେ ଭୁବନେଶ୍ୱରରେ ଆୟୋଜିତ ହେଲା ୬ଷ୍ଟ ଓଡ଼ିଶା ଆର୍ଥ୍ରୋପ୍ଲାଷ୍ଟି ଆସୋସିଏସନ୍‌ କନଫରେନସ

ଭୁବନେଶ୍ୱର : ଓଡ଼ିଶା ଆର୍ଥ୍ରୋପ୍ଲାଷ୍ଟି ଆସୋସିଏସନ୍‌ର ଷଷ୍ଟ ବାର୍ଷିକ ସମ୍ମିଳନୀ (OAACON 2025)  ସଫଳତାର ସହିତ ଆୟୋଜନ କରାଯାଇଥିଲା। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ୨୦୦ରୁ ଅଧିକ ଅସ୍ଥିଶଲ୍ୟ ବିଶେଷଜ୍ଞ ଅଶଂ ଗ୍ରହଣ କରିଥିଲେ। ଏହି ସମ୍ମିଳନୀରେ ମଣିପାଲ୍

ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକାରୀ ହେଲା ଅତ୍ୟାଧୁନିକ ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ର

· ଔଷଧ ପ୍ରତିରୋଧୀ ଏବଂ ଚିକିତ୍ସା କରିବାକୁ କଷ୍ଟକର ମାନସିକ ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ନୂତନ ସମ୍ଭାବନାର ସଂଚାର ଭୁବନେଶ୍ୱର, ୨୮/୦୮/୨୦୨୫: ମାନସିକ ସ୍ୱାସ୍ଥ୍ୟସେବାକୁ ଆଗକୁ ବଢାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଏମ୍ସ ଭୁବନେଶ୍ୱର ମାନସିକ ରୋଗ ବିଭାଗ ପକ୍ଷରୁ ଏକ

ରୌପ୍ୟ ବିଜେତା କନିଷ୍ଠ ଜାତୀୟ ହକି ଚାମ୍ପିଅନସିପର ପୁରୁଷ ଦଳକୁ ସମ୍ବର୍ଦ୍ଧନା

୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିଅନସିପର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ଦଳକୁ ଆଜି କଳିଙ୍ଗ ଷ୍ଟାଡିଅମରେ ସମ୍ବର୍ଦ୍ଧିତ କରାଯାଇଛି । ଆମ ଯୁବ ତାରକାମାନଙ୍କର ପ୍ରଦର୍ଶନ ଅତ୍ୟନ୍ତ ଉଚ୍ଚକୋଟୀର ଥିଲା । ସେମାନଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ନିଜର ପରିଶ୍ରମ

ବିପର୍ଯ୍ୟୟ ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବେ ହସ୍ପିଟାଲ : ଦକ୍ଷତା ବିକାଶ ତଥା କ୍ଷମତା-ନିର୍ମାଣ ଅଭିଯାନର ନେତୃତ୍ୱ…

ଭୁବନେଶ୍ୱର, ୨୫/୦୮/୨୦୨୫ : ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠ ସହିତ ମିଳିତ ଭାବରେ ଏମ୍ସ ଭୁବନେଶ୍ୱର ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ପାଇଁ ହସ୍ପିଟାଲ ପ୍ରସ୍ତୁତି ଉପରେ ଏକ ଛଅ ଦିନିଆ କ୍ଷମତା-ନିର୍ମାଣ ତାଲିମ ଶିବିର

ପ୍ରଶିକ୍ଷଣ ପାଇଁ ଓଡ଼ିଶାରେ ପହଁଚିଲେ ଶ୍ରୀଲଙ୍କାର ୩୦ ଅଧିକାରୀ

ଭୁବନେଶ୍ୱର: ପଡ଼ୋଶୀ ରାଷ୍ଟ୍ର ଶ୍ରୀଲଙ୍କାର ୩୦ ଜଣ ଅଧିକାରୀ ଆଜି ଓଡ଼ିଶାରେ ପହଁଚିଛନ୍ତି । ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଂଯୋଜନାରେ ସେମାନେ ପାଞ୍ଚ ଦିନ ଧରି ପ୍ରଶିକ୍ଷଣ ନେବେ । ଏହି ଅବସରରେ ସେମାନେ

ଜୀବିକା ନିର୍ବାହ, ବୟନ ପରିବର୍ତନ: କିପରି ବେଦାନ୍ତ ଝାରସୁଗୁଡା ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ ଜୀବନ ଗଠନରେ ସାହାଯ୍ୟ…

ଝାରସୁଗୁଡା : ପଶ୍ଚିମ ଓଡ଼ିଶାର ଗ୍ରାମାଂଚଳରେ, ପ୍ରାଚୀନ ପରମ୍ପରା ଏବଂ ନିପୁଣ କାରିଗରୀ ଦୀର୍ଘକାଳ ଧରି ଦୈନନ୍ଦିନ ଜୀବନର ଏକ ଅଂଶ ହୋଇଯାଇଛି। ସମ୍ବଲପୁରୀ ହସ୍ତତନ୍ତର ସ୍ପନ୍ଦନଶୀଳ ଢାଂଚାଠାରୁ ଟେରାକୋଟା କଳାର ମାଟିର ସୁନ୍ଦରତା ପର୍ଯ୍ୟନ୍ତ, ଏହି ସାଂସ୍କୃତିକ ଅଭିବ୍ୟକ୍ତିଗୁଡ଼ିକ ପିଢ଼ି ପରେ

୨୦୨୫-୨୬ ଆର୍ଥିକ ବର୍ଷରେ WDC-PMKSY 2.0 ଅଧୀନରେ ୭ଟି ଅତିରିକ୍ତ ପ୍ରକଳ୍ପ ମଞ୍ଜୁର

ଅନୁମୋଦିତ ପାଣ୍ଠିର ୮୩% ବ୍ୟବହାର କରି ଓଡ଼ିଶା ସାରା ଦେଶରେ ପ୍ରଥମ ସ୍ଥାନରେ ରହିଅଛି ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାୟୀ ଯୋଜନା ୨.୦ ର ଜଳବିଭାଜିକା ଅଧୀନରେ ପାଣ୍ଠି ବ୍ୟବହାରରେ ଓଡ଼ିଶା ସର୍ବୋତ୍ତମ ପ୍ରଦର୍ଶନକାରୀ ରାଜ୍ୟ ହୋଇଛି। ଆଜି କେନ୍ଦ୍ର କୃଷି ଓ କୃଷକ

ସୋଆ ବିଶ୍ୱବିଦ୍ୟାଳୟରେ ର‌୍ୟାଗିଂ ବିରୋଧୀ ସପ୍ତାହ ପାଳିତ

ଭୁବନେଶ୍ୱର, ଅଗଷ୍ଟ ୨୧: ନିକଟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ର‌୍ୟାଗିଂ ବିରୋଧୀ ସପ୍ତାହ ପାଳନ ହୋଇଯାଇଛି । ବିଶ୍ୱବିଦ୍ୟାଳୟ ପରିଚାଳିତ ସମସ୍ତ ଶିକ୍ଷାନୁଷ୍ଠାନ ତଥା ବିଶ୍ୱବିଦ୍ୟାଳୟ ସ୍ତରରେ ଅଗଷ୍ଟ ୧୨ ରୁ ୧୮ ପର୍ଯ୍ୟନ୍ତ ଏହି ସପ୍ତାହ ପାଳନ

ରାଜ୍ୟରେ ସ୍ୱାସ୍ଥ୍ୟସେବା ନବସୃଜନକୁ ବୃଦ୍ଧି ଲକ୍ଷ୍ୟରେ ଏମ୍ସ ଭୁବନେଶ୍ୱର, କିଟ୍-ଟିବିଆଇ ଏବଂ ବିସିକେଆଇସି ଫାଉଣ୍ଡେସନ୍…

- ସ୍ୱାସ୍ଥ୍ୟସେବା ପ୍ରଯୁକ୍ତିବିଦ୍ୟା ବିକାଶ ଏବଂ ବିନିଯୋଗ ପାଇଁ ଏକ ଦୃଢ଼ ପ୍ଲାଟଫର୍ମ ସୃଷ୍ଟି କରିବା ଲକ୍ଷ୍ୟ - ସ୍ୱାସ୍ଥ୍ୟସେବା ନବସୃଜନ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ, ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡ଼ିଶାକୁ  ଷ୍ଟାର୍ଟଅପ୍ସଙ୍କୁ ଆକର୍ଷିତ କରିବ ଭୁବନେଶ୍ୱର, ୨୧/୦୮/୨୦୨୫: