ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି ୫୧୦୦ ଛାତ୍ରଛାତ୍ରୀଙ୍କ ସ୍ୱପ୍ନକୁ ବଳ ଦେବ
ମୁମ୍ବାଇ, ୨୧ ଅଗଷ୍ଟ, ୨୦୨୫:ରିଲାଏନ୍ସ ଫାଉଣ୍ଡେସନର ବାର୍ଷିକ ଛାତ୍ରବୃତ୍ତି ପାଇଁ ଆବେଦନ ଆରମ୍ଭ ହୋଇଛି। ରିଲାଏନ୍ସ ଫାଉଣ୍ଡେସନ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ୫୧୦୦ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ପ୍ରଦାନ କରିବ। କେବଳ ପ୍ରଥମ ବର୍ଷର ନିୟମିତ ସ୍ନାତକ ଏବଂ ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ!-->…