ବାଲେଶ୍ୱରର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ବାଲେଶ୍ୱର, ୩.୦୭.୨୦୨୫ : ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାଲେଶ୍ୱରର ବିଭିନ୍ନ ବନ୍ୟାଜଳ ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ଲୋକପ୍ରତିନିଧିଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେ ପ୍ରଥମେ ଆକାଶମର୍ଗରେ ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ

ଡାଲମିଆ ଭାରତ ପକ୍ଷରୁ ୨୦୨୫ ରଥଯାତ୍ରାରେ ଡିଏସପି ଏକ୍ସପର୍ଟ ରଥ ଶିଳ୍ପକାର ସମ୍ମାନର ୪ର୍ଥ ସଂସ୍କରଣ ଆୟୋଜିତ

ପୁରୀ :  ଭାରତର ପ୍ରମୁଖ ସିମେଂଟ ଉତ୍ପାଦନକାରୀ ଡାଲମିଆ ଭାରତ ଲିମିଟେଡ (ଡିବିଏଲ) ପକ୍ଷରୁ ଡିଏସପି ଏକ୍ସପର୍ଟ ରଥ ଶିଳ୍ପକାର ସମ୍ମାନର ୪ର୍ଥ ସଂସ୍କରଣ ପାଳନ କରାଯାଇଛି । ଜୁନ ୨୭ ତାରିଖରୁ ଜୁଲାଇ ୫ ତାରିଖ ୨୦୨୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ପ୍ରସିଦ୍ଧ ରଥଯାତ୍ରା ସମୟରେ ଆୟୋଜିତ ଏହି

ପୁରୀ ରଥଯାତ୍ରାରେ ଗୌତମ ଆଦାନୀଙ୍କ ନୀରବ ସେବା

ପୁରୀ, ୩.୦୭.୨୦୨୫: ଚଳିତ ବର୍ଷ ପୁରୀ ରଥଯାତ୍ରାରେ ଶ୍ରଦ୍ଧାଳୁମାନଙ୍କ ପାଇଁ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀଙ୍କ ‘ପ୍ରସାଦ ସେବା’ ଶ୍ରଦ୍ଧାଳୁଙ୍କ ମନରେ ଧାର୍ମିକ ଚେତନା ଜାଗ୍ରତ କରିଛି । ‘ଜୟ ଜଗନ୍ନାଥ’ ଧ୍ୱନି ସହିତ ଶ୍ରୀ ଆଦାନୀ ଇସ୍କନ ରୋଷଶାଳାରେ ସ୍ୱେଚ୍ଛାକୃତ ଭାବେ ପ୍ରସାଦ

କ୍ରମାଗତ ୧୧ତମ ବର୍ଷ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ବାରା ପୁରୀ ରଥଯାତ୍ରାରେ ଭକ୍ତମାନଙ୍କୁ ସେବା

ଭୁବନେଶ୍ୱର, ୦୨/୦୭/୨୦୨୫ : ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ୍ ଲଗାତାର ୧୧ତମ ବର୍ଷ ପାଇଁ ପୁରୀରେ ରଥଯାତ୍ରାର ଭକ୍ତମାନଙ୍କୁ ବିଭିନ୍ନ ସେବା ଯୋଗାଇ ଆସୁଛି । ଏହି ବର୍ଷ, ନବଜୌବନ ଦର୍ଶନ ଦିନଠାରୁ ଆଜି ପର୍ଯ୍ୟନ୍ତ ୧୦ ଲକ୍ଷରୁ ଲକ୍ଷରୁ ଅଧିକ ଦେୟମୁକ୍ତ

ଆସନ୍ତାକାଲି ବାଲେଶ୍ୱର ବନ୍ୟା ପରିସ୍ଥିତି ସମୀକ୍ଷା କରିବେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ଭୁବନେଶ୍ୱର, ୨/୦୭/୨୦୨୫ : ରାଜ୍ୟରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ସମୀକ୍ଷା ଓ ଅନୁଧ୍ୟାନ ନିମନ୍ତେ ଆସନ୍ତାକାଲି ତା୦୩/୦୭/୨୦୨୫ରିଖ ଦିନ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ବନ୍ୟା ପରିସ୍ଥିତି ସମୀକ୍ଷା କରିବେ ନିମନ୍ତେ ଏକ ଦିବସୀୟ ବାଲେଶ୍ୱର ଗସ୍ତ କରିବେ।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ରାଜ୍ୟର ଧାନ ସଂଗ୍ରହ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ଓ ବିଭିନ୍ନ ପ୍ରସଙ୍ଗରେ  କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ଭୁବନେଶ୍ୱର, ୨.୦୭.୨୦୨୫ : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗତକାଲି ତିନି ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି ।

ଓଡ଼ିଶାରେ ଆୟୋଜିତ ହେବ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀ, ପ୍ରସ୍ତୁତି ବୈଠକ ଅନୁଷ୍ଠିତ

- ଚଳିତ ବର୍ଷ ଶେଷ ଆଡ଼କୁ ଆୟୋଜିତ ହେବ- ବିକଶିତ ଭାରତ ଗଠନରେ ପ୍ରମୁଖ ଭୂମିକା ନେବ ଶକ୍ତି କ୍ଷେତ୍ର- ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଭୁବନେଶ୍ୱର- ୦୧/୦୭/୨୦୨୫ : ଚଳିତ ବର୍ଷ ଶେଷରେ ଓଡ଼ିଶାରେ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଆଇଆଇଟି କାନପୁରର ମିଳିତ ସହଯୋଗରେ ଆୟୋଜିତ

ଓଡ଼ିଶାରେ ଜିଓ ଦ୍ଵାରା ପାଞ୍ଚ ଲକ୍ଷରୁ ଅଧିକ ଜିଓଫାଇବର ଓ ଜିଓଏୟାରଫାଇବର ଗ୍ରାହକ ଲକ୍ଷ୍ୟ ହାସଲ

ଭୁବନେଶ୍ୱର: ଓଡ଼ିଶାରେ ଜିଓ ଏହାର ଜୟ ଯାତ୍ରାରେ ଆଉ ଏକ ନୂତନ ଅଧ୍ୟାୟ ଯୋଡି, ରାଜ୍ୟରେ ପାଞ୍ଚ ଲକ୍ଷରୁ ଅଧିକ ଜିଓଫାଇବର ଏବଂ ଜିଓଏୟାରଫାଇବର ଗ୍ରାହକ ହାସଲର ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଛି। ଜିଓ ଓଡ଼ିଶାରେ ଏହି ମାଇଲଖୁଣ୍ଟ ହାସଲ କରିବାରେ ପ୍ରଥମ ଏବଂ ଏକମାତ୍ର ସେବା

ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ ଓ ଓଡ଼ିଶା ଜଳବିଦ୍ୟୁତ ନିଗମ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ୱର, ୦୧/୦୭/୨୦୨୫ : ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ (ଓପିଜିସି) ଓ ଓଡ଼ିଶା ଜଳବିଦ୍ୟୁତ ନିଗମ (ଓଏଚପିସି)ର ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ । ପ୍ରକଳ୍ପ ତ୍ୱରାନ୍ୱିତ କରିବା

ପୁରୀ ରଥଯାତ୍ରାରେ ଶ୍ରୀ ଗୌତମ ଆଦାନୀଙ୍କ ସେବା ଭାବକୁ ଇସ୍କନ ପକ୍ଷରୁ ପ୍ରଶଂସା

ପୁରୀ, ୧.୦୭.୨୦୨୫: ଆଦାନୀ ଗ୍ରୁପ ଏବଂ ଇସ୍କନ ପକ୍ଷରୁ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ‘ପ୍ରସାଦ ସେବା’ ବଣ୍ଟନ କରାଯାଉଥିବା ବେଳେ ଅଧ୍ୟକ୍ଷ ଗୌତମ ଆଦାନୀ ଇସ୍କନର ରୋଷଶାଳା ପରିଦର୍ଶନ କରିଛନ୍ତି । ରୋଷଶାଳାରେ ପ୍ରତିଦିନ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ଅନ୍ନ ପ୍ରସାଦ ରନ୍ଧାଯାଉଛି,