ପୁରୀ ରେଳ ଷ୍ଟେସନ ବିକାଶ କାର୍ଯ୍ୟର କାର୍ଯ୍ୟର ସମୀକ୍ଷା

ପୂରୀ: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ରୂପ ନାରାୟଣ ସୁନକର ଆଜି ପୁରୀ ଗସ୍ତରେ ଯାଇ ପୁରୀ ରେଳ ଷ୍ଟେସନକୁ ନିରୀକ୍ଷଣ କରିବା ସହିତ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି | ପୁରୀ ରେଳ ଷ୍ଟେସନ ନିରୀକ୍ଷଣ ସମୟରେ ଶ୍ରୀ ସୁନକର ଯାତ୍ରୀ ମାନଙ୍କୁ ଦିଆଯାଉଥିବା ମୌଳିକ ସୁବିଧା ତଥା

କୃଷିବୀମାରେ ଥିବା ବିଭିନ୍ନ ତ୍ରୁଟି ବିଷୟରେ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଅବଗତ କରାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର କୃଷକ ସଂଗଠନର ଅପେକ୍ଷା କ୍ରମେ ପୁଣି ଥରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ଭେଟି ଓଡ଼ିଶାର ଚାଷୀଙ୍କ ବୀମାରାଶି ସମେତ ବିଭିନ୍ନ ସମସ୍ୟା ନେଇ ବିସ୍ତୁତ ଆଲୋଚନା

ଜୀବନ ପ୍ରମାଣପତ୍ର ଦାଖଲ ଅସୁବିଧା ଦୂରପାଇଁ ଷ୍ଟେଟ ବ୍ୟାଙ୍କର ପଦକ୍ଷେପ

ଭୁବନେଶ୍ବର ପରେ, ନଭେମ୍ବର ୧୭ ରେ ବାଲେଶ୍ୱର ଓ ୧୯ ରେ କଟକରେ ହେବ ଶିବିର ଭୁବନେଶ୍ବର : ଭାରତୀୟ ଷ୍ଟେଟ ବ୍ୟାଙ୍କର ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ଠାରେ ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ପଞ୍ଜିକରଣ ଶିବିର ଆୟୋଜିତ ହୋଇଯାଇଛି । ପେନସନଭୋଗୀଙ୍କ ଦ୍ବାରା ଜୀବନ ପ୍ରମାଣ ଆପ୍‌

ବିଶ୍ଵ ଜଳବାୟୁ ପରିବର୍ତ୍ତନକୁ ନିୟନ୍ତ୍ରଣ ପାଇଁ ଭାରତର ବଲିଷ୍ଠ ରୋଡମ୍ୟାପ

ଇଜିପ୍ଟ : କେନ୍ଦ୍ର ପରିବେଶ ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବ ଆଜି ସିଓପି ୨୭ ରେ ଭାରତର ଜାତୀୟ ବିବୃତ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ସେ ଭାଗନେଇଥିବା ବିଶ୍ଵ ନେତାଙ୍କୁ ସମ୍ବୋଧନ କରି କହିଛନ୍ତି ଯେ, "ସର୍ବ ପ୍ରଥମେ ଜୋରଦାର ଉଦ୍ୟମ ଏବଂ ସୁନ୍ଦର

ଆଞ୍ଚଳିକତା ଭିତ୍ତିରେ ଖାଦ୍ଯପଦାର୍ଥ ଅନ୍ତର୍ଭୁକ୍ତ କରିବାପାଇଁ ଆଇଆରସିଟିସିର ପ୍ରାୟାସ

ନୂଆଦିଲ୍ଲୀ: ଟ୍ରେନରେ ଯାତ୍ରା ବେଳେ ମିଳିବ ଆଞ୍ଚଳିକ ସୁସ୍ଵାଦୁ ଖାଦ୍ୟ, ଏଥିପାଇଁ ପ୍ରାୟାସ ଆରଂଭ ହୋଇଛି ଭାରତୀୟ ରେଳ ମନ୍ତ୍ରାଳୟ ପକ୍ଷରୁ ।ଟ୍ରେନରେ କ୍ୟାଟରିଙ୍ଗ ସେବାରେ ଉନ୍ନତି ଆଣିବା ପାଇଁ ଏକ ପଦକ୍ଷେପ ଭାବରେ ମେନୁକୁ ଅନ୍ତର୍ଭୁକ୍ତ ଓ ମୂଲ୍ୟାୟନ କରିବା ପାଇଁ ଆଇଆରସିଟିସିରେ

ଭୁବନେଶ୍ବରରେ ଆୟୋଜିତ ହେବ ଜନଜାତୀୟ ଗୌରବ ଦିବସ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଘୋଷଣାକ୍ରମେ ମହାନ ଜନଜାତି ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ନଭେମ୍ବର ୧୫ ତାରିଖକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଛି। ଏହି କ୍ରମରେ ଭୁବନେଶ୍ବରସ୍ଥିତ କିସ୍‌ ବିଶ୍ବବିଦ୍ୟାଳୟ ପରିସରରେ ଜନଜାତୀୟ

ସୁନ୍ଦରଗଡ଼ରେ ମିଶନ ଶକ୍ତିର ମା’ଙ୍କ ପାଇଁ ସ୍ୱତନ୍ତ୍ର ନିବେଶକ ସମ୍ମିଳନୀ

ସୁନ୍ଦରଗଡ଼, ୧୪ ନଭେମ୍ବର ୨୦୨୨: ମିଶନ ଶକ୍ତି ଅଧୀନରେ ପରିଚାଳିତ ଓଡ଼ିଶାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଆର୍ଥିକ ବିକାଶର ଏକ ନୂଆ ଉଚ୍ଚତାକୁ ନେବା ଲାଗି ବିଶେଷ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର। ଆଗାମୀ ଦିନରେ ‘ଏସଏଚଜି’ରୁ ‘ଏସଏମଇ’ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସୃଷ୍ଟି କରିବା

ଏମ୍ସ ଭୁବନେଶ୍ୱରରେ ତ୍ରିଦିବସୀୟ ତୃତୀୟ ଆଇଏପିଏସଏମ ଜାତୀୟ ଯୁବ ସମ୍ମିଳନୀ ଉଦଯାପିତ

ଭୁବନେଶ୍ୱର, ୧୨/୧୧/୨୦୨୨ : ଏମ୍ସ ଭୁବନେଶ୍ୱରରେ ତ୍ରିଦିବସୀୟ ତୃତୀୟ ଆଇଏପିଏସଏମ ଜାତୀୟ ଯୁବ ସମ୍ମିଳନୀ ଉଦଯାପିତ ହୋଯାଇଛି। ଏମ୍ସ ଭୁବନେଶ୍ୱର କମ୍ୟୁନିଟି ମେଡିସିନ୍ ଏବଂ ଫ୍ୟାମିଲି ମେଡିସିନ୍ ବିଭାଗ ପକ୍ଷରୁ ଚଳିତ ମାସ ୧୦ ରୁ ଆରମ୍ଭ ହୋଇଥିବା ଏହି ତିନିଦିନିଆ କାର୍ଯ୍ୟକ୍ରମ ଆଜି ସମାପ୍ତ

ବେଙ୍ଗଲୁରୁଠାରେ ୧୦୮ ଫୁଟ ଉଚ୍ଚତା ବିଶିଷ୍ଟ କାଂସ୍ୟ ପ୍ରତିମୂର୍ତ୍ତି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ

ବେଙ୍ଗଲୁରୁ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବେଙ୍ଗଲୁରୁ ଠାରେ ଶ୍ରୀ ନାଦପ୍ରଭୁ କେମ୍ପେଗୌଡାଙ୍କ ୧୦୮ ଫୁଟ ଉଚ୍ଚତା ବିଶିଷ୍ଟ କାଂସ୍ୟ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ପବିତ୍ର ଜଳ ପ୍ରଦାନ କରିଛନ୍ତି ।

ସୁନ୍ଦରଗଡ଼ ଜିଲ୍ଲାରେ ‘ମାଣ୍ଡିଆ ଦିବସ’ ଅବସରରେ ଛାତ୍ରଛାତ୍ରୀଙ୍କ ଭିତରେ ସ୍ଲୋଗାନ ପ୍ରତିଯୋଗିତା

ସୁନ୍ଦରଗଡ଼, ୧୦ ନଭେମ୍ବର ୨୦୨୨: ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟକୁ ଅଧିକ ଲୋକପ୍ରିୟ କରିବା ପାଇଁ ରାଜ୍ୟ ସରକାର ମାର୍ଗଶୀର ମାସର ପ୍ରଥମ ଗୁରୁବାରକୁ ‘ମାଣ୍ଡିଆ ଦିବସ’ ଭାବେ ପାଳନ କରିଛନ୍ତି। ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟକୁ ନେଇ ସ୍ୱତନ୍ତ୍ର