ଜିଓ ପ୍ଲାଟଫର୍ମସର ତୃତୀୟ ତ୍ରୈମାସିକ ନେଟ ଲାଭ ୧୧.୩ ପ୍ରତିଶତ ବୃଦ୍ଧି ସହ ୭୬୨୯ କୋଟି ଟଙ୍କା

ଭୁବନେଶ୍ୱର: ଦେଶର ସର୍ବବୃହତ ଦୂରସଂଚାର ଓ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ଜିଓ ପ୍ଲାଟଫର୍ମସ ଲିମିଟେଡ଼ର ନେଟ ଲାଭ ୨୦୨୫-୨୬ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକରେ ପୂର୍ବ ବର୍ଷ ସମାନ ସମୟ ତୁଳନାରେ ୧୧.୩ ପ୍ରତିଶତ ବୃଦ୍ଧି ପାଇ ୭୬୨୯ କୋଟି ଟଙ୍କା ହୋଇଛି। ଚଳିତ ଆର୍ଥିକ ବର୍ଷର ତୃତୀୟ

ସଂସ୍କୃତି ସୁରକ୍ଷା ପାଇଁ ଆଗେଇ ଆସନ୍ତୁ ଯୁବପିଢ଼ି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଆହ୍ୱାନ

ବାରିପଦା, ୧୬ ଜାନୁଆରୀ ୨୦୨୬: ଶୁଳିଆପଦା ବ୍ଲକ ଅନ୍ତର୍ଗତ ବଡ଼ସୋଳ ଗ୍ରାମ କମିଟି ଆନୁକୂଲ୍ୟରେ ଅଷ୍ଟମ ‘ଟୁସୁ ମହୋତ୍ସବ-୨୦୨୬’ ବେଶ ଉତ୍ସାହ ଓ ସାଂସ୍କୃତିକ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଅଞ୍ଚଳର ସମୃଦ୍ଧ ଲୋକକଳା, ପରମ୍ପରା ଓ ଗୋଷ୍ଠୀଗତ ଏକତାକୁ ପ୍ରଦର୍ଶିତ କରୁଥିବା ଏହି

ରାଜ୍ୟ ସ୍ତରୀୟ ନବ ସୃଜନ ଓ ନୂତନ ଉଦ୍ୟମ ପ୍ରତିଯୋଗିତା ଉଦ୍‌ଘାଟିତ

ଭାଗନେଲେ ୧୪ ବିଶ୍ୱ ବିଦ୍ୟାଳୟର ୭୨ଜଣ ଛାତ୍ରଛାତ୍ରୀ ଶ୍ରେଷ୍ଠ ୧୦ଟି ଷ୍ଟାର୍ଟଅପ୍ ପ୍ରକଳ୍ପକୁ ଚୟନ କରାଯିବ ସହ ପ୍ରତ୍ୟେକ ପ୍ରକଳ୍ପକୁ ପ୍ରଦାନ କରାଯିବ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ଭୁବନେଶ୍ୱର, ୧୬ ଜାନୁଆରୀ, ୨୦୨୬ : ଓଡ଼ିଶାର ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ରାଜ୍ୟ

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସଂସ୍କାର ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ୪ ସୂତ୍ରୀ ମନ୍ତ୍ର

ଭୁବନେଶ୍ଵର, ୧୬ ଜାନୁଆରୀ ୨୦୨୬:  ଭୁବନେଶ୍ବର ପରିଦର୍ଶନରେ ଆସି ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜାତୀୟ ଶିକ୍ଷା ନୀତିକୁ ନେଇ ପାଠ୍ୟକ୍ରମ ସଂସ୍କାର ଓ ପାଠ୍ୟପୁସ୍ତକ ବିକାଶ ସମ୍ପର୍କରେ ଏକ ଆଲୋଚନା ବୈଠକରେ ଯୋଗ ଦେଇଛନ୍ତି । ଏହି ଆଲୋଚନାରେ ରାଜ୍ୟ ସରକାରଙ୍କ

ଜାନୁଆରୀ ୧୬ରୁ ଆରମ୍ଭ ହେବ ରାଜାରାଣୀ ସଂଗୀତ ଉତ୍ସବ

ଭୁବନେଶ୍ୱର, ୧୫ ଜାନୁଆରୀ, ୨୦୨୬ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜାନୁଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜାରାଣୀ ସଂଗୀତ ଉତ୍ସବ ଆୟୋଜିତ ହେବ।ଭୁବନେଶ୍ୱର ସ୍ଥିତ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ରହିଥିବା

ବ୍ୟାସକବି ଫକୀରମୋହନ ଜାତୀୟ ଆଲୋଚନା ଚକ୍ର ଆୟୋଜିତ

ଭୁବନେଶ୍ୱର, ୧୫ ଜାନୁଆରୀ,୨୦୨୬ : ଓଡ଼ିଶା ସାହିତ୍ୟ ଏକାଡେମୀ ଏବଂ ଫକୀର ମୋହନ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ବ୍ୟାସକବି ଫକୀରମୋହନ ସେନାପତିଙ୍କୁ ନେଇ ଏକ ଦିବସୀୟ ଜାତୀୟ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି।ଜ୍ଞାନପୀଠ ପୁରସ୍କାର

ସ୍ୱତନ୍ତ୍ର ଚଢ଼ାଉ ଦ୍ଵାରା ୨.୯୨ କୋଟି ଟଙ୍କା ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଜବତ

ଭୁବନେଶ୍ୱର : ଅବକାରୀ ବିଭାଗ ପକ୍ଷରୁ ଡିସେମ୍ବର ୨୦ ତାରିଖରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ୨୫ ଓ ୨୬ତମ ଦିନରେ, NDPS ଆଇନ ଅନୁସାରେ ୨୪ଟି ମାମଲା ସହ ମୋଟ ୪୮୬ଟି ମାମଲା ରୁଜୁ ହୋଇଛି । ଏଥି ସହିତ ମୋଟ ୨.୯୨ କୋଟି ଟଙ୍କା ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ