କରୋନାରେ ଆକ୍ରାନ୍ତ ହେଲେ ବିଧାୟକ ଅନନ୍ତ ନାରାୟଣ ଜେନା


ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନା ଆକ୍ରାନ୍ତ ନେଇ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। କରୋନା ପଜିଟିଭ୍ ରିପୋର୍ଟ ଆସିବା ପରେ ହୋମ୍ କ୍ୱାରେଣ୍ଟାଇନରେ ରହିଛନ୍ତି ଓ ସେ ସୁସ୍ଥ ଅଛନ୍ତି ବୋଲି କହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ କରୋନା ଟେଷ୍ଟିଂ କରିବା ସହିତ ଆଇସୋଲେସନ୍‌ରେ ରହିବାକୁ ପାଇଁ ପରାମର୍ଶ ଦେଇଛନ୍ତି।


Share It

Comments are closed.