Browsing Category

Uncategorized

ଆତଙ୍କବାଦୀ ବିରୋଧ ଲଢ଼େଇରେ ପୁରା ଦେଶବାସୀ ପ୍ରଧାନମନ୍ତ୍ରୀଙ୍କ ସହ ଅଛନ୍ତି : ମନମୋହନ ସାମଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ କାର୍ଯ୍ୟକ୍ରମର ୧୨୧ ତମ ସଂସ୍କରଣରେ କଶ୍ମୀରର ପହଲଗାମରେ ଆତଙ୍କବାଦୀ ବର୍ବୋରଚିତ ଆକ୍ରମଣ ଘଟଣାକୁ ମନେ ପକାଇ ଦୁଃଖବ୍ୟକ୍ତ କରିଛନ୍ତି । ପୀଡ଼ିତ ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ପୀଡ଼ିତଙ୍କ ପରିବାରକୁ ନିଶ୍ଚିନ୍ତ ନ୍ୟାୟ…

ରାଜ୍ୟକୁ ଫେରିଲା ତାତି

କାଳବୈଶାଖୀ ଜନିତ ବର୍ଷା କାରଣରୁ ରାଜ୍ୟରେ ଗ୍ରୀଷ୍ମପ୍ରବାହ କମିଥିବାବେଳେ ରବିବାର ପୁଣି ପାରଦ ଉପରମୁହାଁ ହୋଇଛି। ୪୩.୫ ଡିଗ୍ରୀ ସେଳସିୟସ୍‌ ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ସେହିପରି ୧୧ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଛି। ଟ୍ବିନସିଟି…

କିମସ୍‌ରେ ମିନିମାଲି ଇନଭେସିଭ ପଦ୍ଧତିରେ ହୃଦ-ଅସ୍ତ୍ରୋପଚାର

କିମସ୍‌ରେ ମିନିମାଲି ଇନଭେସିଭ  ପଦ୍ଧତିରେ ଜଟିଳ ହୃଦରୋଗର ସଫଳ ଅସ୍ତ୍ରୋପଚାର କରାଯାଇଛି । ନିକଟରେ ହୃତପିଣ୍ଡର ବାମ ଭାଗରେ ଗମ୍ଭୀର ମିଟ୍ରାଲ ଭଲଭ ଷ୍ଟେନୋସିସ ରୋଗରେ ପୀ ଜଣେ ୫୪ ବର୍ଷୀୟ ରୋଗୀଙ୍କଠାରେ ଏହି କୌଶଳରେ ସଫଳ ଅସ୍ତ୍ରୋପଚାର କରାଯାଇ ମିନିମାଲି ଇନଭେସିଭ ମିଟ୍ରାଲ ଭାଲଭ ଲଗାଯାଇଛି…

ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୨୦୨୪ ବିଶ୍ୱବିଦ୍ୟାଳୟକୁ ସଶକ୍ତ କରିବ : ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଜଣେ ଛାତ୍ରକୁ ଉତ୍ତମ ନାଗରିକ ଭାବେ ଗଢ଼ି ତୋଳିବାରେ ବିଶ୍ୱବିଦ୍ୟାଳୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶ୍ୱବିଦ୍ୟାଳୟକୁ ମଣିଷ ଗଠନର ଏନ୍ତୁଡ଼ିଶାଳ ବୋଲି କହିଲେ ମଧ୍ୟ ଅତ୍ୟୁକ୍ତି ହେବ ନାହିଁ। ବିଚାରଧାର ଓ ମାନବବାଦୀ ଚିନ୍ତାଧାରର ଉନ୍ମେଷ ବିଶ୍ୱବିଦ୍ୟାଳୟରୁ ହିଁ ହୋଇଥାଏ। ତେଣୁ…

ଖୁବଶୀଘ୍ର ସ୍ନାତକ, ସ୍ନାତକୋତ୍ତର ନାମଲେଖା ପ୍ରକ୍ରିୟା

ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବି.ଏଡ/ ଏମ.ଏଡ /ବି.ଏଚ.ଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି।  ଏହିକ୍ରମରେ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ…

ବିପର୍ଯ୍ୟୟଜନିତ ଚିକିତ୍ସା ପତଞ୍ଜଳିର ଗୁରୁତ୍ୱ

ପତଞ୍ଜଳି ବିଶ୍ୱବିଦ୍ୟାଳୟରେ ‘ଜଳବାୟୁ ପରିବର୍ତ୍ତନ, ବିପର୍ଯ୍ୟୟ ପରିଚାଳନା ଏବଂ ବିପର୍ଯ୍ୟୟ ଚିକିତ୍ସା’ ଉପରେ ଦୁଇ ଦିନିଆ ଆନ୍ତର୍ଜାତୀୟ କର୍ମଶାଳା ଉଦଘାଟିତ ହୋଇଯାଇଛି। ୪ଦେଶର ବୈଜ୍ଞାନିକଙ୍କ ସହଯୋଗରେ ଏହି କର୍ମଶାଳାର ଆୟୋଜନ କରାଯାଉଥିବାବେଳେ ସ୍ପେନ୍‌ ବିଶ୍ୱବିଦ୍ୟାଳୟର ପ୍ରଫେସର ରୁବେନ,…

୧୦ ଛାତ୍ରୀଛାତ୍ରଙ୍କୁ ବିବି ସ୍କଲାରଶିପ୍‌ ପ୍ରଦାନ

ବିଶ୍ୱଭୂଷଣ ମେମୋରିଆଲ ଟ୍ରଷ୍ଟ ପକ୍ଷରୁ ଉଚ୍ଚଶିକ୍ଷା ପାଇଁ ୧୦ ଜଣ ଆର୍ଥିକ ଅନଗ୍ରସର ଛାତ୍ରୀଛାତ୍ରଙ୍କୁ ବିବି ସ୍କଲାରଶିପ୍‌ ପ୍ରଦାନ କରାଯାଇଛି। ଟ୍ରଷ୍ଟର ଚେୟାରମ୍ୟାନ ଅନିଲ ମହାଲିକଙ୍କ ପୁତ୍ର ସ୍ବର୍ଗତ ବିଶ୍ୱଭୂଷଣଙ୍କ ସ୍ମୃତିରେ ଏହି ମେମୋରିଆଲ ଟ୍ରଷ୍ଟ ଓଡିଶାର ନୂତନ ଛାତ୍ରୀଛାତ୍ରମାନଙ୍କୁ…

୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

 ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି  ସୁରମା ପାଢୀ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର…

ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ

ଓଡ଼ିଶାର ରାଜ୍ୟପାଳ ଡ଼. ହରିବାବୁ କମ୍ଭମପାଟି ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ,୨୦୨୪କୁ ସ୍ୱୀକୃତି ପ୍ରଦାନ କରିବା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪କୁ ଓଡ଼ିଶାରେ ଲାଗୁ କରାଯାଇଛି |  ବିଗତ ଏପ୍ରିଲ ୨ ତାରିଖରେ…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି।  ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଓଡ଼ିଶାରେ ଶିଳ୍ପକ୍ଷେତ୍ରରେ ପ୍ରଗତି ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ କମ୍ପାନୀ ସହ ବୁଝାମଣାପତ୍ର ସ୍ବାକ୍ଷର କରିବେ। ଏହି…