ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଚଳିତ ବର୍ଷ ରାଜ୍ୟରେ ସ୍ଥଗିତ ହେଲା ମାଟ୍ରିକ ଏବଂ +୨ ପରୀକ୍ଷା


ଚଳିତ ବର୍ଷ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ସ୍ଥଗିତ ରହିଛି । ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଏ ବିଷୟରେ ଘୋଷଣା କରିଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ମାଟ୍ରିକ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷା ସ୍ଥଗିତ ରଖାଯାଇଛି ।


Share It

Comments are closed.