ଅପରାହ୍ନ ୪ଟାରେ ଓଡିଶାବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ


ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୋଭିଡ ସ୍ଥିତି ଏବଂ ପାର୍ବଣ ଋତୁ ସଂପର୍କରେ ଆଜି କିଛି କହିପାରନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରକାଶ ଥାଉକି ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।


Share It

Comments are closed.