ଭୁବନେଶ୍ୱର ପରେ କଟକରେ ମାସ୍କ ପିନ୍ଧିବା ହେଲା ବାଧ୍ୟତାମୂଳକ


କଟକରେ ମାସ୍କ ବାଧ୍ୟତାମୂଳକ । ଭୁବନେଶ୍ୱର ପରେ କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।ସହରରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସିଏମ୍‌ସି ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।


Share It

Comments are closed.