ରାଜ୍ୟରେ ପୁଣି ୨୫୧ ନୂଆ ଆକ୍ରାନ୍ତ ଚିହ୍ନଟ

Share It

ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।


Share It

Comments are closed.