ରାଜ୍ୟରେ ଆଉ ୫ ଓମ୍ରିକନ ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଏନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁସନ୍ଧାନ ଚାଲିଛି। ଗତ ୨୧ ତାରିଖରେ ଓଡିଶାରୁ ଚିହ୍ନଟ ହୋଇଥିଲେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ।
Comments are closed.