ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟଙ୍କୁ ପୁଣି ଗିରଫ କଲା ପୋଲିସ


ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ଗିରଫ। ରାଜାକୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ୨୦ ହଜାର ଟଙ୍କା ପାଇଁ ବଟି ମାଗୁଥିଲେ ରାଜା। ଏନେଇ ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

ମିଳିଥିବା ସୂଚନାନୁସାରେ, ଦାଦାବଟି ଆଦାୟ ଅଭିଯୋଗରେ ଗିରଫ ହୋଇଛି ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟ । ରାଜାକୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ପରେ କ୍ୟାପିଟାଲ ଥାନାରେ ରାଜାକୁ ଜେରା ଚାଲିଛି । ତେବେ ୨୦ ହଜାର ଟଙ୍କା ଦାଦାବଟି ଆଦାୟ ଅଭିଯୋଗରେ ରାଜାକୁ ଗିରଫ କରାଯାଇଛି।


Share It

Comments are closed.