ଖବର ଜଷ୍ଟିସ ହରିଶ ଟଣ୍ଡନଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ By Yuvasamay News Last updated Mar 26, 2025 Share It କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ ।ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କୁମ୍ଭମପତି।ଶପଥ ଉତ୍ସବରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Share It
Comments are closed.