କରୋନାରେ ଆକ୍ରାନ୍ତ ହେଲେ ବରିଷ୍ଠ ସାମ୍ବାଦିକ ସୌମ୍ୟ ରଞ୍ଜନ ପଟ୍ଟନାୟକ


ବରିଷ୍ଠ ସାମ୍ବାଦିକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କୋରୋନା ଆକ୍ରାନ୍ତ ହୋଇଛନ୍ତି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଡାକ୍ତରୀ ପରାମର୍ଶ ନେବାକୁ ସୌମ୍ୟରଞ୍ଜନ ଅନୁରୋଧ କରିଛନ୍ତି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡ଼ିଛି ।


Share It

Comments are closed.