ପୁଣି ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି


ପୁଣି ବଢ଼ିଲା ହାଇସିକ୍ୟୁରିଟି ନମ୍ବର ପ୍ଲେଟ ଅବଧି । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି । ୧, ୨, ୩, ୪ ନମ୍ବର ପାଇଁ ସମୟସୀମା ଆଉ ମାସେ ବୃଦ୍ଧି କରାଯାଇଛି । ଡିସେମ୍ବର ୩୧ ଯାଏଁ ସମୟସୀମା ବୃଦ୍ଧି ହୋଇଥିବା ସତ୍ୟପାଠରେ ଉଲ୍ଲେଖ ରହିଛି । ବୁକିଂ ହୋଇନଥିଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନାହିଁ ବୋଲି ଦର୍ଶାଯାଇଛି ।


Share It

Comments are closed.