Skip to content
Yuvasamay

Yuvasamay

Primary Menu
  • ଖବର
  • ମନୋରଞ୍ଜନ
  • ପ୍ରଯୁକ୍ତି
  • ବାଣିଜ୍ୟ
  • ଶିକ୍ଷା
  • ଜୀବନ ଚର୍ଯ୍ୟା
  • ବିଶେଷ
  • କ୍ରୀଡା
  • Home
  • ଖବର
  • ବର୍ଷକରେ ୯% ଅଧିକ କୋଚ୍‌ ଉତ୍ପାଦନ କରିଛି ଭାରତୀୟ ରେଳପଥ
  • ଖବର

ବର୍ଷକରେ ୯% ଅଧିକ କୋଚ୍‌ ଉତ୍ପାଦନ କରିଛି ଭାରତୀୟ ରେଳପଥ

April 3, 2025 1 minute read
11

ଭାରତୀୟ ରେଳପଥ ୨୦୨୪-୨୫ ଆର୍ଥିକ ବର୍ଷରେ ୭,୧୩୪ଟି କୋଚ ନିର୍ମାଣ କରିିଛି। ଏହି ସଂଖ୍ୟା ଗତ ବର୍ଷ ୬,୫୪୧ କୋଚ ଉତ୍ପାଦନ ତୁଳନାରେ ପ୍ରାୟ ୯% ଅଧିକ। ଗତ ଆର୍ଥିକ ବର୍ଷରେ ୪,୬୦୧ଟି ନନ-ଏସି କୋଚ ଉତ୍ପାଦନ କରାଯାଇଥିଲା।
ସୂଚନାଥାଉକି, ଭାରତୀୟ ରେଳପଥର ୩ଟି କୋଚ୍‌ ନିର୍ମାଣ ୟୁନିଟ୍‌ ଅଛି । ଏଥିରେ ତାମିଲନାଡ଼ୁର ଚେନ୍ନାଇରେ ଥିବା ଇଣ୍ଟିଗ୍ରାଲ କୋଚ ଫ୍ୟାକ୍ଟ୍ରି (ଆଇସିଏଫ), ପଞ୍ଜାବର କପୁରଥଲାରେ ଥିବା ରେଳ କୋଚ ଫ୍ୟାକ୍ଟ୍ରି (ଆରସିଏଫ) ଏବଂ ଉତ୍ତର ପ୍ରଦେଶର ରାୟବରେଲିରେ ଥିବା ମଡର୍ଣ୍ଣ କୋଚ ଫ୍ୟାକ୍ଟ୍ରି (ଏମସିଏଫ) ରହିଛି। ଚେନ୍ନାଇ ସ୍ଥିତ ଇଣ୍ଟିଗ୍ରାଲ କୋଚ ଫ୍ୟାକ୍ଟ୍ରି ୨୦୨୪-୨୫ ବର୍ଷରେ ୩,୦୦୭ କୋଚ ଉତ୍ପାଦନ କରିଛି, ଯାହା ପୂର୍ବ ଉତ୍ପାଦନ ରେକର୍ଡ ଭାଙ୍ଗିଛି । କୋଚ ନିର୍ମାଣ କ୍ଷେତ୍ରରେ ଇଣ୍ଟିଗ୍ରାଲ କୋଚ ଫ୍ୟାକ୍ଟ୍ରି ୨୦୨୩-୨୪ ବର୍ଷରେ ୨୮୨୯ କୋଚ୍‌ ଉତ୍ପାଦନ କରିଥିବାବେଳେ ୨୦୨୪-୨୫ ବର୍ଷରେ ଆହୁରି ୧୭୮ଟି କୋଚ ନିର୍ମାଣ ବୃଦ୍ଧି କରାଇ ୩,୦୦୭ କୋଚ ଉତ୍ପାଦନ କରିଛି। ସେହିଭଳି ଆରସିଏଫ କପୁରଥଲା ୨୦୨୩-୨୪ ବର୍ଷରେ ୧୯୦୧ କୋଚ ଉତ୍ପାଦନ କରିଥିବାବେଳେ ୨୦୨୪-୨୫ ବର୍ଷରେ ୨୧୦୨ଟି କୋଚ ନିର୍ମାଣ କରିଛ। ଏହି ସଂଖ୍ୟା ପୂର୍ବ ବର୍ଷ ଠାରୁ ୨୦୧ଟି ଅଧିକ। ରାୟବରେଲିର ମଡର୍ଣ୍ଣ କୋଚ ଫ୍ୟାକ୍ଟ୍ରି ୨୦୨୩-୨୪ ବର୍ଷରେ ୧୬୮୪ ଟି କୋଚ ଉତ୍ପାଦନ କରିଥିବାବେଳେ ୨୦୨୪-୨୫ ବର୍ଷରେ ୨୦୨୫ଟି କୋଚ ଉପତ୍ାଦନ କରିଛି। ଏହା ପୂର୍ବ ବର୍ଷ ଠାରୁ ୩୪୧ଟି ଅଧିକ । ୨୦୦୪ ରୁ ୨୦୧୪ ମଧ୍ୟରେ ପ୍ରତିବର୍ଷ ହାରାହାରି ପ୍ରାୟ ୩,୩୦୦ କୋଚ ଥିଲା। ୨୦୧୪ରୁ ୨୦୨୪ ମଧ୍ୟରେ, କୋଚ ଉତ୍ପାଦନ ସଂଖ୍ୟା ୫୪,୮୦୯ ରେ ପହଞ୍ଚିଛି । ଫଳରେ ବାର୍ଷିକ ହାରାହାରି କୋଚ୍‌ ନିର୍ମାଣ ସଂଖ୍ୟା ୫,୪୮୧ ରହିଛି ।

About the Author

View All Posts

Post navigation

Previous: ରେଳଷ୍ଟେଶନରେ ଛେପ ଓ ଆବର୍ଜନା ପକାଇ ୫୮୧ଜଣ ଗଣିଲେ ୧,୧୭,୧୦୦ ଟଙ୍କା ଜୋରିମାନା
Next: ଏପ୍ରିଲକୁ ଗ୍ରାହକ ସେବା ମାସ ଘୋଷଣା କଲା ବିଏସଏନଏଲ

Lifestyle

new-subtype-of-MODY-diabetes-discovered
  • ଜୀବନ ଚର୍ଯ୍ୟା

ମାଉଥୱାଶ୍ ବ୍ୟବହାର କରୁଥିଲେ ସତର୍କ ହୁଅନ୍ତୁ: ଦିନକୁ ଦୁଇଥର କୁଳକୁଚା କଲେ ହୋଇପାରେ ମଧୁମେହ!

Sibu Singh June 24, 2026
PIC (5)
  • କ୍ରୀଡା
  • ଜୀବନ ଚର୍ଯ୍ୟା

ଦି ଯୋଗ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ସମଗ୍ର ଭାରତରେ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Akankhya Mohapatra June 24, 2026
Sleep
  • ଜୀବନ ଚର୍ଯ୍ୟା

ମସ୍ତିଷ୍କର ସୁରକ୍ଷା କବଚ ‘ନିଦ’; ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଶୋଇବା କାହିଁକି ଆବଶ୍ୟକ?

Sibu Singh June 19, 2026

Entertainment

ଓଡ଼ିଆ ସିନେମା ଜଗତର ସବୁଠାରୁ ବଡ଼ ସମ୍ମାନ: ଘୋଷଣା ହେଲା ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର odia-1
  • ଖବର
  • ମନୋରଞ୍ଜନ

ଓଡ଼ିଆ ସିନେମା ଜଗତର ସବୁଠାରୁ ବଡ଼ ସମ୍ମାନ: ଘୋଷଣା ହେଲା ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

Sibu Singh June 25, 2026
୧୦୦ କୋଟି ପାର୍ କଲା ‘କକଟେଲ୍ ୨’; ବକ୍ସ ଅଫିସରେ କମାଲ କରୁଛି ଶାହିଦ, କୃତି ଓ ରଶ୍ମିକାଙ୍କ ତ୍ରିକୋଣୀୟ ପ୍ରେମ କାହାଣୀ Cocktail
  • ମନୋରଞ୍ଜନ

୧୦୦ କୋଟି ପାର୍ କଲା ‘କକଟେଲ୍ ୨’; ବକ୍ସ ଅଫିସରେ କମାଲ କରୁଛି ଶାହିଦ, କୃତି ଓ ରଶ୍ମିକାଙ୍କ ତ୍ରିକୋଣୀୟ ପ୍ରେମ କାହାଣୀ

Sibu Singh June 25, 2026
ରଜ ଅବସରରେ ମିଶନ ଶକ୍ତି ପକ୍ଷରୁ ‘ପିଠା on Wheels’ IMG-20260611-WA0224
  • ଖବର
  • ବିଶେଷ
  • ମନୋରଞ୍ଜନ

ରଜ ଅବସରରେ ମିଶନ ଶକ୍ତି ପକ୍ଷରୁ ‘ପିଠା on Wheels’

Saswati Patra June 11, 2026
ରଜରେ ଜୀ ସାର୍ଥକର ବିଶେଷ ଉପହାର: ‘ଡେଲିଭରି ବୟ ୨’ IMG-20260608-WA0153
  • ଖବର
  • ମନୋରଞ୍ଜନ

ରଜରେ ଜୀ ସାର୍ଥକର ବିଶେଷ ଉପହାର: ‘ଡେଲିଭରି ବୟ ୨’

Saswati Patra June 10, 2026

You May Have Missed

Odisha Yatri App
  • ଖବର

‘ଓଡ଼ିଶା ଯାତ୍ରୀ’ ଆପ୍‌ରେ ସ୍ମାର୍ଟ ସୁରକ୍ଷା ବ୍ୟବସ୍ଥା: ପରିବହନ ସହ ଜନସୁରକ୍ଷାରେ ଦେଶରେ ପ୍ରଥମ ଓଡ଼ିଶା

Saswati Patra June 29, 2026
hhhhh
  • ଖବର

ଝରାଫୁଲ ହତ୍ୟା ମାମଲାରେ ଆସିଲା ବଡ଼ ରାୟ: ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ଆଜୀବନ କାରାଦଣ୍ଡ

Sibu Singh June 29, 2026
Jaynarayan-Mishra-720x430-1
  • ଖବର

ନବ ଦାସ ଓ ମମିତା ମେହେର ହତ୍ୟାକାଣ୍ଡର ପୁନଃ ତଦନ୍ତ ଦାବି କଲେ ଜୟନାରାୟଣ ମିଶ୍ର

Sibu Singh June 29, 2026
Heinrich-Malan
  • କ୍ରୀଡା
  • ଖବର

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆଇରଲ୍ୟାଣ୍ଡ ଦଳର ମୁଖ୍ୟ କୋଚ୍ ହେନ୍ରିକ୍ ମାଲାନ୍‌ଙ୍କ ଇସ୍ତଫା

Sibu Singh June 29, 2026
yuvasamay

Bringing you the latest news, politics, business, technology, sports and entertainment updates from Odisha, India and around the world.

Categories

  • କ୍ରୀଡା
  • ଖବର
  • ଜୀବନ ଚର୍ଯ୍ୟା
  • ପ୍ରଯୁକ୍ତି
  • ଶିକ୍ଷା
  • ବାଣିଜ୍ୟ
  • ବିଶେଷ
  • ମନୋରଞ୍ଜନ

Quick Links

  • About Us
  • Contact Us
  • Advertise
  • Privacy Policy
  • Disclaimer
  • Sitemap

Latest Links

Odisha News Bhubaneswar News Cuttack News Breaking News Odisha Odisha Education News Job News Odisha OSSC Updates OPSC News Cricket News IPL News Sports News Odisha Technology News AI News Mobile News Odia Cinema Ollywood News Bollywood News Business News Gold Price Odisha Petrol Price Odisha
© 2026 All Rights Reserved by Yuvasamay