ଖବର ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ୍ ସାରଥି By Yuvasamay News Last updated Mar 5, 2025 Share It କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଅନୁମତି ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି ୨ ମାସକୁ କେବଳ ଥରେ କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ଅନୁମତି ଆଶ୍ରମ ଯାଇପାରିବେନି, ରାତିରେ କେନ୍ଦ୍ରାପଡ଼ାରେ ରହିପାରିବେନି Share It
Comments are closed.