ଆରପାରିରେ ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର


ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ଦେହାନ୍ତ । ୬୨ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଓଡ଼ିଶା ହାଇକୋର୍ଟ ବାର ଆସୋସିଏସନ୍‌ର ପୂର୍ବତନ ସଭାପତି ଥିଲେ ଅଶୋକ ମହାପାତ୍ର।


Share It

Comments are closed.