୨୦୨୫-୨୬ ଆର୍ଥିକ ବର୍ଷରେ WDC-PMKSY 2.0 ଅଧୀନରେ ୭ଟି ଅତିରିକ୍ତ ପ୍ରକଳ୍ପ ମଞ୍ଜୁର
ଅନୁମୋଦିତ ପାଣ୍ଠିର ୮୩% ବ୍ୟବହାର କରି ଓଡ଼ିଶା ସାରା ଦେଶରେ ପ୍ରଥମ ସ୍ଥାନରେ ରହିଅଛି
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାୟୀ ଯୋଜନା ୨.୦ ର ଜଳବିଭାଜିକା ଅଧୀନରେ ପାଣ୍ଠି ବ୍ୟବହାରରେ ଓଡ଼ିଶା ସର୍ବୋତ୍ତମ ପ୍ରଦର୍ଶନକାରୀ ରାଜ୍ୟ ହୋଇଛି। ଆଜି କେନ୍ଦ୍ର କୃଷି ଓ କୃଷକ!-->!-->!-->!-->!-->!-->!-->…