ଅପରିବର୍ତିତ ରହିଲା ରେପୋ ରେଟ୍ : ଜିଡିପି ଅଭିବୃଦ୍ଧିକୁ ନେଇ ଭଲ ଖବର ଦେଲେ ଶକ୍ତିକାନ୍ତ
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ର ମୁଦ୍ରା ନୀତି କମିଟିର ବୈଠକ ଆଜି ଶେଷ ହୋଇଛି। କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ସାମ୍ବାଦିକ ସମ୍ମିଳନୀ କରି କମିଟି ନେଇଥିବା ନିଷ୍ପତ୍ତି ଘୋଷଣା କରିଛନ୍ତି। କରୋନା ଭାଇରସ ମହାମାରୀ ଦ୍ୱାରା ଦେଶର ଅର୍ଥନୀତି ପ୍ରଭାବିତ ହୋଇଛି।…