ବର୍ଜ୍ୟ ପ୍ଲାଷ୍ଟିକ ବୋତଲ ବିରୋଧରେ ରିଲାଏନ୍ସ କର୍ମଚାରୀଙ୍କ ଅଭିଯାନ
ଏକ ଭିନ୍ନ ଧରଣର ସଂଗ୍ରହ ଅଭିଯାନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡର ଦାତବ୍ୟ ଅନୁଷ୍ଠାନ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି ଯେ ଏହାର 'ରିସାଇକଲ ୪ ଲାଇଫ' ଅଭିଯାନରେ ସ୍ୱେଚ୍ଛାସେବୀମାନେ ରିସାଇକ୍ଲିଂ ପାଇଁ ୭୮ ଟନରୁ ଅଧିକ ବର୍ଜ୍ୟ ପ୍ଲାଷ୍ଟିକ ବୋତଲ ସଂଗ୍ରହ…