ସେମିଳିଗୁଡ଼ାରେ ଖୋଲିଲା ପ୍ରଥମ ରିଲାଏନ୍ସ ସ୍ମାର୍ଟ ଷ୍ଟୋର୍
ରିଲାଏନ୍ସ ରିଟେଲର ବୃହତ ଆକାରର ଗ୍ରୋସରି ସୁପରମାର୍କେଟ ବ୍ରାଣ୍ଡ୍ ରିଲାଏନ୍ସ ସ୍ମାର୍ଟ ପକ୍ଷରୁ ସେମିଳିଗୁଡ଼ା ବସ୍ ଷ୍ଟାଣ୍ଡ୍ ନିକଟସ୍ଥ ବିଶ୍ୱାଳ କମ୍ପେ୍ଲକ୍ସରେ ସେମିଳିଗୁଡ଼ାର ପ୍ରଥମ ରିଲାଏନ୍ସ ସ୍ମାର୍ଟ ଷ୍ଟୋର ଖୋଲାଯାଇଛି । ଗୋଟିଏ ଛାତ ତଳେ ଗ୍ରୋସରି, ଫଳ ଓ ପନିପରିବା, ଦୁଗ୍ଧ ଠାରୁ ଆରମ୍ଭ…