୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା
ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ
ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ହେବ ଶୁଭାରମ୍ଭ, ୭୦ ବର୍ଷରୁ ଅଧିକ ସମସ୍ତେ ପାଇବେ ଚିକିତ୍ସା ସୁବିଧା
ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେବ!-->!-->!-->!-->!-->…