ହେଡଫୋନର ଅତ୍ୟଧିକ ବ୍ୟବହାର କରୁଛନ୍ତି କି? ତେବେ ଭୋଗିପାରନ୍ତି ଏହିସବୁ ସମସ୍ୟା
ଆଜିକାଲି ପ୍ରାୟ ଲୋକ ହେଡଫୋନ ବ୍ୟବହାର କରିବାକୁ ପସନ୍ଦ କରୁଛନ୍ତି। କାମ କଲାବେଳେ ହେଉ ବା ଗାଡ଼ି ଚଲାଇଲାବେଳେ କିମ୍ବା ଅଫିସରେ। କିନ୍ତୁ ଜାଣନ୍ତିକି ମାତ୍ରାଧିକ ହେଡଫୋନର ବ୍ୟବହାର ଦ୍ୱାରା ଆପଣ ଶ୍ରବଣ ଶକ୍ତି ହରାଇ ପାରନ୍ତି । ଯେତେବେଳେ ଆମ କାନ ୮୫ ଡେସିବେଲ୍ରୁ ଅଧିକ ଭଲ୍ୟୁମ…