ଅନେକ ଗୁଣରେ ଭରପୁର ଲବଙ୍ଗ ତେଲ, ଜାଣନ୍ତୁ ଏହାର ଉପକାରିତା
ଲବଙ୍ଗ ତେଲରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ଏହି ତେଲରେ ପ୍ରସ୍ତୁତ ଖାଦ୍ୟ ରକ୍ତକୁ ଆହୁରି ପରିଷ୍କାର କରିଥାଏ। ଏହି ତେଲରେ ପ୍ରସ୍ତୁତ ଖାଦ୍ୟ ଡାଇବେଟିସ୍ ରୋଗୀଙ୍କ ପାଇଁ ଉପକାରୀ ବୋଲି ୟୁନିଭର୍ସିଟି ଅଫ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ ଏକ ସଦ୍ୟତମ ଗବେଷଣାରୁ…